ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍‌ ; କଣ ରହିବ ଗାଇଡ ଲାଇନ

Advertisement
Advertisement
Click for Any Complaint Regarding This News
AAA Online Services
  1. ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍‌।
  2. ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି।
  3. ନବମରୁ ଦ୍ୱାଦଶ ଶ୍ରେଣୀ ବ୍ୟତୀତ ନଭେମ୍ବର ୩୦ ଯାଏ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।
  4. ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ SOP ଅନୁସାରେ ସ୍କୁଲ୍‌ ଖୋଲିବାକୁ ଅନୁମତି।
  5. ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା କୋଭିଡ୍ ଗାଇଡ ଲାଇନ ଅନୁସାରେ ସ୍କୁଲ ଖୋଲିବାକୁ ଅନୁମତି ଦିଆଯାଇଛି ।
Please Share

Leave a Reply

Your email address will not be published. Required fields are marked *