ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ସସ୍ପେଣ୍ଡ୍ ହୋଇଛନ୍ତି। ତେବେ ଦଳ ବିରୋଧୀ କାର୍ଯ୍ୟ ଲାଗି ତାଙ୍କୁ ଦଳରୁ ସସ୍ପେଣ୍ଡ୍ କରାଯାଇଛି ବୋଲି ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି।
BIG NEWS : ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ସସ୍ପେଣ୍ଡ୍
Click for Any Complaint Regarding This News
AAA Online Services