ଭୁବନେଶ୍ୱର: ଗତ କାଲି ବିଳମ୍ବିତ ରାତିରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ଙ୍କ ପତ୍ନୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ଦେହାନ୍ତ ହୋଇଯାଇଛି।
କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇ ସେ ଗତ ନଭେମ୍ବର ୧ ତାରିଖରୁ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ।