ସିବିଏସଇର ମତ ଅନୁଯାୟୀ ଚଳିତ ବର୍ଷ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନରେ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଅନୁଯାୟୀ ଯେବେବି ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ହେବ ତାହା ଅଫଲାଇନରେ ହିଁ ହବ । ଏଠାରେ ସୂଚନା ଯୋଗ୍ୟ ଯେ ସିବିଏସଇ ସବୁ ବର୍ଷ ପରି ଚଳିତ ବର୍ଷ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନରେ କରିବାକୁ ନିଷ୍ପତ୍ତି ନେଇଛି । ତେବେ ଏ ବର୍ଷ କରୋନ ମହାମାରୀ ଯୋଗୁଁ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ବିଳମ୍ବରେ ହବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ ସ୍ପଷ୍ଟ କରିଛନ୍ତି ।
ଚଳିତ ବର୍ଷ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନରେ ହେବ : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
Click for Any Complaint Regarding This News
AAA Online Services