ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା ରେ ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଯାଇଛି। ତେବେ କରୋନା ମହାମାରୀ ଯୋଗୁଁ କ୍ୟାବିନେଟ୍ର ର ଗୁରୁତ୍ୱପୂର୍ଣ୍ଣ ବୈଠକ ଭିଡିଓ କନଫରେନ୍ସିଂ ଜରିଆରେ ହେଉଛି । ତେବେ ଏହି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ରେ ପ୍ରାୟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା ରେ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ
Click for Any Complaint Regarding This News
AAA Online Services