ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦେଶକଙ୍କୁ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

Advertisement
Advertisement
Click for Any Complaint Regarding This News
AAA Online Services

ଭୁବନେଶ୍ବର : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ କମିବାର ନାଁ ଧରୁ ନାହିଁ  । ଏହି କ୍ରମରେ ଆଜି ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସୁପାରିସ୍‌କୁ ଗ୍ରହଣ କରି ଲୋକାୟୁକ୍ତ ଭିଜିଲାନ୍ସ ନିର୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଅଛନ୍ତି । ତେବେ ୨ ମାସ ମଧ୍ୟରେ  ସମ୍ପୂର୍ଣ ତଦନ୍ତ ଶେଷ କରି ରିପୋର୍ଟ ଦେବାକୁ ଲୋକାୟୁକ୍ତ ଭିଜିଲାନ୍ସ ନିର୍ଦେଶକଙ୍କୁ ନିର୍ଦେଶ ଦେଇଅଛନ୍ତି । ଏଠାରେ ସୂଚନା ଯୋଗ୍ୟ ଯେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ୨୦୨୧ ଫେବୃଆରୀ ୧୨ ।

Please Share

Leave a Reply

Your email address will not be published. Required fields are marked *