ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଲା ବସ୍, ୧୦ ଜଣ ଗୁରୁତର

Advertisement
Advertisement
Click for Any Complaint Regarding This News
AAA Online Services

ଅନୁଗୁଳ : ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଲା ବସ୍ । ଦୁର୍ଘଟଣାରେ ୧୦ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟ ସମସ୍ତ ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ଯେ, ଅନୁଗୋଳ ବନ୍ଦା ଛକରେ ବସ୍ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଲା ବସ୍ । ଦୁର୍ଘଟଣାରେ ୧୦ଜଣ ଗୁରୁତର ହୋଇଛନ୍ତି । ଝାରସୁଗୁଡ଼ାରୁ ଭୁବନେଶ୍ଵର ଅଭିମୁଖେ ଯାଉଥିଲା ‘ଦିଲଖୁସ୍‌’ ଏହି ବସ ।

Please Share

Leave a Reply

Your email address will not be published. Required fields are marked *