ରାଜ୍ୟରେ ଆଜି ୬୧୬ କରୋନା ଆକ୍ରାନ୍ତ ଚିହ୍ନଟ ; ଗଞ୍ଜାମରୁ ସର୍ବାଧିକ ୨୩୮, ଜାଣନ୍ତୁ ଆପଣଙ୍କ ଜିଲ୍ଲାରେ କେତେ

Advertisement
Advertisement
Click for Any Complaint Regarding This News
AAA Online Services

ଭୁବନେଶ୍ୱର : ରାଜ୍ୟରେ ଆଉ ୬୧୬ କରୋନା ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୮ ପଜିଟିଭ୍ ଚିହ୍ନଟ । କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୪୧୫ ସ୍ଥାନୀୟ ଅଞ୍ଚଳରୁ ୨୦୧ ଚିହ୍ନଟ।

ତେବେ ଚିହ୍ନଟ ହୋଇଥିବା ୬୧୬ଜଣ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ଜଣ, ବରଗଡ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୩, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨୮୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡା ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କୋରାପୁଟ ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୂଆପଡା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୫ଜଣ ରହିଛନ୍ତି ।

Please Share

Leave a Reply

Your email address will not be published. Required fields are marked *