ଭୁବନେଶ୍ୱର : ରାଜ୍ୟରେ ଆଉ ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ । ଏଥି ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୩୨୨ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୧୭୨ ଜଣ ଚିହ୍ନଟ|
ତେବେ ଚିହ୍ନଟ ହୋଇଥିବା ୪୯୪ଜଣ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୪୬, ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ,ବଲାଂଗିର୍ ଜିଲ୍ଲାରୁ ୩ ଜଣ ,ବୌଦ ଜିଲ୍ଲା ରୁ ୨ ଜଣ, କଟକ ଜିଲ୍ଲାରୁ ୩୮ ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, କଳାହାଣ୍ଡି ଜିଲ୍ଲାର ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ , ମାଲକାନିଗିର୍ ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ ଜଣ, ନୟାଗଡ଼ ଜିଲ୍ଲାର ୧୬ ଜଣ, ନୂଆପଡ଼ା ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୭ଜଣ,ରାୟଗଡା ଜିଲ୍ଲା ରୁ ୧ ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ,ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ରହିଛନ୍ତି ।