ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି।

ପୁରୀ- ଅରୁପ ପଟ୍ଟନାୟକ
ଯାଜପୁର- ଶର୍ମିଷ୍ଠା ସେଠୀ
ଢ଼େଙ୍କାନାଳ- ଅବିନାଶ ସାମଲ
ଜଗସିଂହପୁର – ରାଜେଶ୍ବରୀ ମଲ୍ଲିକ
କନ୍ଧମାଳ- ଅଚ୍ୟୁତ ସାମନ୍ତ
କଟକ – ସଂତୃପ୍ତ ମିଶ୍ର